1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ।

2 ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ;

3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ।

4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ।

5 ତାହାର ସମସ୍ତ ଗତି ସର୍ବଦା ଦୃଢ଼;

6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି।

7 ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ।

8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ;

9 ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ।

10 ସେ ଛକି ବସେ, ସେ ନଇଁ ପଡ଼େ,

11 ସେ ଆପଣା ମନେ ମନେ କହେ, ପରମେଶ୍ୱର।

12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା।

13 ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ।

14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ।

15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ;

16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି;

17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା।

18 ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ,