1 ମୁଁ ଦୟା ଓ ଶାସନ ବିଷୟ ଗାନ।

2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି;

3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ।

4 କୁଟିଳ ଅନ୍ତଃକରଣ ମୋ' ନିକଟରୁ ଦୂର ହେବ;

5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର।

6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ' ସଙ୍ଗେ ବାସ।

7 ଯେ ପ୍ରତାରଣା କରେ, ସେ ମୋ' ଗୃହ ମଧ୍ୟରେ ବାସ।

8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ।