1 ହେ ମୋହର ମନ, ସଦାପ୍ରଭୁଙ୍କର।
2 ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର।
3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି;
4 ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି;
5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି;
6 ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ।
7 ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ ।
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର।
9 ସେ ନିରନ୍ତର ଧମକାଇବେ ନାହିଁ;
10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି।
11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ,
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ।
13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ।
14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି;
15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ;
16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ,
17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ।
18 ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି,
19 ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ।
20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର।
21 ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ।
22 ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ।