1 ସଦାପ୍ରଭୁଙ୍କର ଧନ୍ୟବାଦ କର,

2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର,

3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;

4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର।

5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ,

6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ।

7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;

8 ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ।

9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ।

10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ।

11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ।

12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ।

13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ,

14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି।

15 ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ।

16 ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ;

17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ।

18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ।

19 ଶେଷରେ ତାହାର ବଚନ ସଫଳ ହେଲା;

20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା;

21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ।

22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ।

23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା।

24 ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି।

25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ।

26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା।

27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ।

28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ;

29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ।

30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର।

31 ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ।

32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ।

33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ।

34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ।

35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ।

36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ।

37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର।

38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା;

39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ।

40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ।

41 ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା;

42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା।

43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ।

44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ।

45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ।