1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ;

2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି।

3 ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ।

4 ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ;

5 କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ।

6 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ।

7 ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ।

8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ।

9 ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି।

10 କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ।

11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ।

12 ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ;

13 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ।

14 ସେ ଅନ୍ଧକାର ଓ ମୃତ୍ୟୁଛାୟାରୁ ସେମାନଙ୍କୁ ବାହାର।

15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ।

16 ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି।

17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ।

18 ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା।

19 ତେବେ ସେମାନେ ଆପଣା ଆପଣା ସଙ୍କଟ।

20 ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ।

21 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ।

22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ।

23 ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି,

24 ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ।

25 ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ,

26 ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ।

27 ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି।

28 ତେବେ ସେମାନେ ଆପଣା ଆପଣା ସଙ୍କଟ।

29 ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର।

30 ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ।

31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ।

32 ଆହୁରି, ସେମାନେ ଲୋକମାନଙ୍କ ସମାଜରେ।

33 ସେ ନଦନଦୀକି ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ।

34 ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା।

35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଝରମୟ।

36 ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର।

37 ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ,

38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ।

39 ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ।

40 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି,

41 ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ।

42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ;

43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ।