1 ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ।
2 କାରଣ ଲୋକମାନେ ମୋ' ବିରୁଦ୍ଧରେ ଦୁଷ୍ଟତାରୂପ।
3 ଆହୁରି, ସେମାନେ ଦ୍ବେଷବାକ୍ୟରେ ମୋତେ।
4 ମୋ' ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ।
5 ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ।
6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର;
7 ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ;
8 ତାହାର ଆୟୁ ଅଳ୍ପ ହେଉ।
9 ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ।
10 ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ।
11 ମହାଜନ ତାହାର ସର୍ବସ୍ୱ ଧରୁ;
12 ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ,
13 ତାହାର ବଂଶ ଉଚ୍ଛିନ୍ନ ହେଉ;
14 ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ।
15 ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ।
16 ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ ।
17 ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା।
18 ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା,
19 ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି।
20 ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ।
21 ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା।
22 କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ,
23 ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ;
24 ଉପବାସରେ ମୋ' ଆଣ୍ଠୁ ଦୁର୍ବଳ ଅଛି ଓ ମେଦର।
25 ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର।
26 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର।
27 ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ।
28 ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ।
29 ମୋ' ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ,
30 ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ।
31 କାରଣ ସେ ଦୀନହୀନକୁ ତାହାର ପ୍ରାଣର।