1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ।

3 ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ୱରୂପ;

4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ।

5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;

6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ।

7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,

8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ।

9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ।

10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ;