1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।
2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।
3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ।
4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ।
5 ଯେ ଆକାଶ ଓ ପୃଥିବୀକି ଦେଖିବା ପାଇଁ ଆପଣାକୁ।
6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ।
7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ।
8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ।
9 ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ।