1 ଯେତେବେଳେ ଇସ୍ରାଏଲ ମିସରରୁ।

2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ।

3 ସମୁଦ୍ର ତାହା ଦେଖି ପଳାଇଲା;

4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ।

5 ତୁମ୍ଭର କ'ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ।

6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି,

7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ,

8 ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର।