1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ,
2 ସେ ମୋ' ପ୍ରତି କର୍ଣ୍ଣପାତ କରିଅଛନ୍ତି,
3 ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା।
4 ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି;
5 ସଦାପ୍ରଭୁ କୃପାବାନ ଓ ଧର୍ମମୟ;
6 ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି;
7 ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ।
8 ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର।
9 ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ।
10 ମୁଁ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି;
11 ମୁଁ ଚଞ୍ଚଳ ଭାବରେ କହିଲି, ମନୁଷ୍ୟମାତ୍ରେ ହିଁ।
12 ମୋ' ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ।
13 ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ।
14 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ।
15 ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ।
16 ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ;
17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ।
18 ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ,
19 ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ।