1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ।
2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା।
3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା।
4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ,
5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।
6 ସଦାପ୍ରଭୁ ମୋହର ସପକ୍ଷନ୍ତ ମୁଁ ଭୟ କରିବି ନାହିଁ;
7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର।
8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା।
9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା।
10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ।
11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ,
12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ।
13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ।
14 ସଦାପ୍ରଭୁ ମୋହର ବଳ ଓ ଗାନ;
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ;
17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି।
18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି;
19 ମୋ' ପାଇଁ ଧର୍ମର ଦ୍ୱାରସବୁ ଫିଟାଅ;
20 ଏହି ସଦାପ୍ରଭୁଙ୍କ ଦ୍ୱାର;
21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ।
22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା।
23 ଏହା ସଦାପ୍ରଭୁଙ୍କ କର୍ମ;
24 ଏହା ସଦାପ୍ରଭୁଙ୍କ କୃତ ଦିନ;
25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ,
26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ;
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ।
28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ।
29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅନ୍ତ କାରଣ ସେ।