1 ଯେଉଁମାନେ ଆଚରଣରେ ସିଦ୍ଧ,

2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ।

3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ;

4 ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ।

5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ।

6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ।

7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ।

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି;

9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର।

10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି;

11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ।

12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ;

13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା।

14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ।

15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।

16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି;

17 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର।

18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର,

19 ମୁଁ ପୃଥିବୀରେ ପ୍ରବାସୀ;

20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ।

21 ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ।

22 ମୋ'ଠାରୁ ନିନ୍ଦା ଓ ଅପମାନ ଦୂର କର;

23 ଅଧିପତିମାନେ ମଧ୍ୟ ବସି ମୋ' ବିରୁଦ୍ଧରେ କଥା।

24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର।

25 ମୋହର ପ୍ରାଣ ଧୂଳିରେ ଲାଗୁଅଛି;

26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ।

27 ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ;

28 ଶୋକ ସକାଶୁ ମୋ' ପ୍ରାଣ ତରଳି ଯାଏ;

29 ମୋ'ଠାରୁ ମିଥ୍ୟାମାର୍ଗ ଅନ୍ତର କର।

30 ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି;

31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ;

32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ।

33 ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ।

34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର।

35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ;

36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ।

37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ।

38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର,

39 ମୋହର ଭୟଜନକ ନିନ୍ଦା ଦୂର କର;

40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି;

41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ।

42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି;

43 ପୁଣି, ମୋ' ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ।

44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର।

45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି;

46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର।

47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି,

48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ।

49 ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ।

50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା;

51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ।

52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ।

53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ।

54 ମୋ' ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର।

55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ।

56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି।

57 ସଦାପ୍ରଭୁ ମୋହର ଅଂଶ;

58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି;

59 ମୁଁ ଆପଣା ଗତିସବୁ ବିବେଚନା କଲି।

60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ।

61 ଦୁଷ୍ଟମାନଙ୍କର ରଜ୍ଜୁ ମୋ' ଚାରିଆଡ଼େ ଜଡ଼ିତ ହେଲା;

62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ।

63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ।

64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ;

65 ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ।

66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ ।

67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି;

68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ;

69 ଅହଙ୍କାରୀମାନେ ମୋ' ବିରୁଦ୍ଧରେ ମିଥ୍ୟାକଥା କଳ୍ପନା।

70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ।

71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ।

72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର।

73 ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି;

74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ।

75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ।

76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ।

77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋ' ପ୍ରତି ତୁମ୍ଭର।

78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ।

79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋ'।

80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ।

81 ତୁମ୍ଭ ପରିତ୍ରାଣ ପାଇଁ ମୋ' ପ୍ରାଣ କ୍ଷୀଣ ହୁଏ;

82 ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ ? ଏହା।

83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି ।

84 ତୁମ୍ଭ ଦାସର ଦିନ କେତେ ?

85 ଅହଙ୍କାରୀମାନେ ମୋ' ପାଇଁ ଗର୍ତ୍ତ ଖୋଳିଅଛନ୍ତି,

86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ;

87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ।

88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ।

89 ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ।

90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ;

91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର;

92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ।

93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ;

94 ମୋତେ ତ୍ରାଣ କର, ମୁଁ ତୁମ୍ଭର;

95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ।

96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା।

97 ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ ।

98 ତୁମ୍ଭ ଆଜ୍ଞାସବୁ ମୋତେ ମୋ' ଶତ୍ରୁଗଣଠାରୁ ଅଧିକ।

99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ' ବୁଦ୍ଧି ଅଧିକ;

100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ ।

101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ।

102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ;

103 ମୋ' ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର !

104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ;

105 ତୁମ୍ଭ ବାକ୍ୟ ମୋ' ଚରଣ ପାଇଁ ପ୍ରଦୀପ ଓ ମୋ'।

106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ।

107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି;

108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋ' ମୁଖର।

109 ମୋ' ପ୍ରାଣ ନିରନ୍ତର ମୋ' ହସ୍ତରେ ଥାଏ;

110 ଦୁଷ୍ଟମାନେ ମୋ' ପାଇଁ ଫାନ୍ଦ ପାତିଅଛନ୍ତି;

111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ।

112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ।

113 ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ;

114 ତୁମ୍ଭେ ମୋ' ଲୁଚିବାର ସ୍ଥାନ ଓ ମୋହର ଢାଲ;

115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା।

116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ।

117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ।

118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ।

119 ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି।

120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ।

121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି;

122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ;

123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ।

124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର।

125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-।

126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି;

127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ।

128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ।

129 ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ;

130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ;

131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ।

132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି।

133 ତୁମ୍ଭ ବାକ୍ୟାନୁସାରେ ମୋ' ପାଦଗତି ସଜାଡ଼।

134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର;

135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର।

136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ।

137 ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର।

138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା।

139 ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି,

140 ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ।

141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ;

142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ।

143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି;

144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ;

145 ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ।

146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ।

147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି;

148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ।

149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର।

150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ।

151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ।

152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି।

153 ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର।

154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ।

155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ।

156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା।

157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ;

158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି;

159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା।

160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ।

161 ଅଧିପତିମାନେ ଅକାରଣରେ ମୋତେ ତାଡ଼ନା।

162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ।

163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ;

164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ।

165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ।

166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ।

167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି।

168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି ।

169 ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ।

170 ମୋ' ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ;

171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ;

172 ମୋ' ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ;

173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ,

174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା।

175 ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା।

176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି;