1 ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ବଦୃଷ୍ଟି।
2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,
3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ।
5 ସଦାପ୍ରଭୁ ତୁମ୍ଭର ରକ୍ଷକ;
6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ।
7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;
8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର।