1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,
2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ।
3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ।
4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ।
5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ।
6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ।
8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ।
9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ।