1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି।

2 ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ।

3 ହେ ସଦାପ୍ରଭୋ, ମୋ' ପରମେଶ୍ୱର, ବିବେଚନା।

4 କେଜାଣି ମୋ' ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି;

5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି;

6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି,