1 ହେ ସଦାପ୍ରଭୋ, ଦାଉଦ।

2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,

3 ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ।

4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ।

5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,

6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ;

7 ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା;

8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ।

9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ।

10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ।

11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;

12 ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ।

13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ।

14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;

15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ।

16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର।

17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;

18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର।