1 ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର;

2 ସେମାନେ ମନେ ମନେ କୁକଳ୍ପନା କରନ୍ତି;

3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍‍ଣ।

4 ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ;

5 ଅହଙ୍କାରୀମାନେ ଗୋପନରେ ମୋ' ପାଇଁ ଫାନ୍ଦ ଓ।

6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର;

7 ହେ ମୋ' ପରିତ୍ରାଣର ବଳ ସ୍ୱରୂପ ପ୍ରଭୋ,

8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ;

9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ।

10 ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ ।

11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ;

12 ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର।

13 ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ।