1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ।
2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,
3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର।
4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;
5 ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ।
6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;
7 ଊର୍ଦ୍ଧ୍ବରୁ ଆପଣା ହସ୍ତ ବଢ଼ାଅ;
8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,
9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ।
10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;
11 ମୋତେ ରକ୍ଷା କର।
12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-।
13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣନ୍ତ ସର୍ବପ୍ରକାର।
14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ।
15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;