1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି;

3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା।

4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ।

5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ,

6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ।

7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର।

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;

9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ,