1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।
2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;
3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;
4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ।
5 ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ;
6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ଼୍ଗ ଥାଉ ।
7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,
8 ସେମାନଙ୍କ ରାଜଗଣକୁ ଶିକୁଳିରେ।
9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା।