1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା।

3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର;

4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର ।

5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;

6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର।