1 ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ।

2 ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର।

3 ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ।

4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ।

5 ପାତାଳର ରଜ୍ଜୁସବୁ ମୋ' ଚାରିଆଡ଼େ ଥିଲା; ମୃତ୍ୟୁର।

6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି।

7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା,

8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ।

9 ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ;

10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ;

11 ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ।

12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼।

13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ।

14 ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ।

15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ।

16 ସେ ଊର୍ଦ୍ଧ୍ବରୁ ହସ୍ତ ବିସ୍ତାର କରି ମୋତେ ଧରିଲେ;

17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର।

18 ସେମାନେ ମୋହର ବିପଦ ଦିନରେ ମୋତେ।

19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ।

20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର।

21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ।

22 ଆଉ, ତାହାଙ୍କ ଶାସନସବୁ ମୋ' ସମ୍ମୁଖରେ ଥିଲା,

23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ।

24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ।

25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ;

26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ।

27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ;

28 ଯେଣୁ ତୁମ୍ଭେ ମୋ' ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ।

29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ।

30 ପରମେଶ୍ୱରଙ୍କ ପଥ ସିଦ୍ଧ;

31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ।

32 ସେହି ପରମେଶ୍ୱର ବଳ ଦେଇ ମୋହର କଟି।

33 ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି।

34 ସେ ମୋ' ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି;

35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ।

36 ତୁମ୍ଭେ ମୋ' ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ।

37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ।

38 ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ,

39 କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ' କଟି।

40 ମଧ୍ୟ ତୁମ୍ଭେ ମୋ' ଶତ୍ରୁମାନଙ୍କୁ ମୋ' ନିକଟରୁ।

41 ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ।

42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି।

43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର।

44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର।

45 ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ।

46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ।

47 ସେହି ପରମେଶ୍ୱର ମୋ' ପକ୍ଷରେ ପରିଶୋଧ ନିଅନ୍ତି।

48 ସେ ମୋ' ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି;

49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ।

50 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି।