1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର।
2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,
3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ,
4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ।
5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ।
6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ।
7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର।
8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି;
9 ହେ ସଦାପ୍ରଭୋ, ପରିତ୍ରାଣ କର;