1 ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ।

2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ,

3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର।

4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ।

5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ।

6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ।

7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି,

8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ;

9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ।

10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-।

11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା।

12 ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ।

13 ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ;