1 ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର।

2 ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;

3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;

4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ।

5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;

6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;

7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ ।

8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;

9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ।

10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ।

11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;