1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ।

2 ମୋ' ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ।

3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ;

4 ସେମାନେ ଗୋପନରେ ମୋ' ପାଇଁ ଯେଉଁ ଜାଲ।

5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ;

6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି,

7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି;

8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ;

9 ହେ ସଦାପ୍ରଭୋ, ମୋ' ପ୍ରତି ଦୟା କର, କାରଣ ମୁଁ।

10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ।

11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା।

12 ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି;

13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି,

14 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି;

15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ'।

16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର;

17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ।

18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ।

19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ।

20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ।

21 ସଦାପ୍ରଭୁ ଧନ୍ୟ ହେଉନ୍ତୁ;

22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା।

23 ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ।

24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ,