1 ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ'।
2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର।
3 ଆହେ, ମୋ' ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ।
4 ମୁଁ ସଦାପ୍ରଭୁଙ୍କର ଅନ୍ବେଷଣ କଲି ଓ ସେ ମୋତେ।
5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍।
6 ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର।
8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ।
9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ।
10 ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ;
11 ହେ ବାଳକମାନେ, ଆସ, ମୋ' କଥା ଶୁଣ; ମୁଁ।
12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ।
13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା।
14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ବେଷଣ।
15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି।
16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା।
17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ।
18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ।
19 ଧାର୍ମିକର ବିପଦ ଅନେକ;
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ।
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ;
22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି;