1 ଦୁଷ୍ଟର ଅପରାଧ ମୋ' ହୃଦୟ ମଧ୍ୟରେ କହେ,

2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ।

3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ।

4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;

5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ।

6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର।

7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି।

8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ।

9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ।

10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା।

11 ଅହଂକାରୀର ଚରଣ ମୋ' ବିରୁଦ୍ଧରେ ନ ଆସୁ ଓ।

12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ;