1 ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ।
2 କାରଣ ତୁମ୍ଭର ତୀରସବୁ ମୋ'ଠାରେ ବିଦ୍ଧ ରହିଅଛି।
3 ତୁମ୍ଭ କୋପ ସକାଶୁ ମୋ' ମାଂସରେ କିଛି ସ୍ୱାସ୍ଥ୍ୟ।
4 କାରଣ ମୋହର ଅପରାଧ ମୋ' ମସ୍ତକ ଉପରେ।
5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ।
6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି ।
7 କାରଣ ମୋ' କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ।
8 ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି ।
9 ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ।
10 ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ।
11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ।
12 ମଧ୍ୟ ଯେଉଁମାନେ ମୋ' ପ୍ରାଣ ଚାହାନ୍ତି, ସେମାନେ।
13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ।
14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ।
15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା।
16 କାରଣ ମୁଁ କହିଲି, କେଜାଣି ସେମାନେ ମୋ'।
17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ।
18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା।
19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;
20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,
21 ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ;
22 ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ।