1 ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ।

2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ।

3 କାରଣ ସେମାନେ ନିଜ ଖଡ଼୍‍ଗ ଦ୍ୱାରା ଦେଶାଧିକାର।

4 ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା;

5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା;

6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ,

7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ।

8 ଆମ୍ଭେମାନେ ଦିନଯାକ ପରମେଶ୍ୱରଙ୍କଠାରେ ଦର୍ପ।

9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ।

10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ।

11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ।

12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ।

13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ।

14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର।

15 ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି।

16 ଦିନଯାକ ମୋ' ଅପମାନ ମୋ' ସମ୍ମୁଖରେ ଥାଏ।

17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି।

18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ।

19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ,

20 ଯେବେ ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ।

21 ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ।

22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ।

23 ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ?

24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ,

25 କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ;

26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା।