1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି;

2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର;

3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍‍,

4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା।

5 ତୁମ୍ଭର ତୀରସବୁ ତୀକ୍ଷ୍‍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି;

6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ;

7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ;

8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ।

9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ।

10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା।

11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ ।

12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ।

13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ।

14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ।

15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ;

16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ,

17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ।