1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,

2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ।

3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,

4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ।

5 ପରମେଶ୍ୱର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ।

6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ।

7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,

8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ,

9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;

10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;

11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ;