1 ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର।
2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର।
3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ।
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ।
5 ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ।
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ।
7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା;
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା।
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ।
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର।
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର।
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ;
13 ଆମ୍ଭେ କ'ଣ ବୃଷମାଂସ ଭୋଜନ କରିବା, ଅବା।
14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ।
15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;
16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, ଆମ୍ଭର ବିଧି।
17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ।
18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ।
19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ।
20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ;
21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ।
22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ,
23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ।