1 ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?

2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ ।

3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା।

4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ , ତୁମ୍ଭେ ଯାବତୀୟ ବିନାଶକ।

5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ,

6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ।

7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ।

8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ।

9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ।