VerseQuick.com
1 ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ।
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର।
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି;
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ?
5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ।
6 ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ।