1 ହେ ପରମେଶ୍ୱର, ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର;
2 ମୋ' ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ;
3 କାରଣ ସେମାନେ ମୋ' ଉପରେ ଅଧର୍ମ ଆରୋପ।
4 ମୋ' ଅନ୍ତରରେ ମୋ' ହୃଦୟ ଅତ୍ୟନ୍ତ ବ୍ୟଥିତ।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି।
6 ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର।
7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ।
8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ।
9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ୱାର।
10 ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ।
11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ,
12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା।
13 ମାତ୍ର ମୋ'ସମାନ ମନୁଷ୍ୟ, ମୋହର ସଙ୍ଗୀ ଓ।
14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ,
15 ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ,
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି;
17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା।
18 ସେ ମୋ' ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ' ପ୍ରାଣ।
19 ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ,
20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ।
21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର।
22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ,
23 ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ।