1 ହେ ପରମେଶ୍ୱର, ମୋତେ ପରିତ୍ରାଣ କର;

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା।

3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ।

4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ'।

5 ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ;

6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର।

7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି ।

8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ।

9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ।

10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା।

11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ,

12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ'।

13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର।

14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ।

15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର।

16 ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ।

17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ;

18 ମୋ' ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ।

19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର।

20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ।

21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ।

22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ।

23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ।

24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି।

25 ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ।

26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା।

27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର।

28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ।

29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ;

30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି।

31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ।

32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି;

33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି।

34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ।

35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ।

36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ।