1 ହେ ପରମେଶ୍ୱର, ତୁମ୍ଭେ କାହିଁକି।

2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ।

3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ।

4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ।

5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ।

6 ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା।

7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି;

8 ସେମାନେ ମନେ ମନେ କହିଲେ, ଆମ୍ଭେମାନେ।

9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି।

10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ?

11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି।

12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ।

13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ।

14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି।

15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ।

16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ।

17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ;

18 ହେ ସଦାପ୍ରଭୋ, ଶତ୍ରୁ ଧିକ୍‍କାର କରିଅଛି ଓ ମୂଢ଼।

19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର।

20 ନିୟମ ପ୍ରତି ଦୃଷ୍ଟି ରଖ;

21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ !

22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ।

23 ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ;