1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ।

2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ।

3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି;

4 ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ;

5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ବକୁ ଉଠାଅ ନାହିଁ;

6 କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା।

7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି;

8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି।

9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି,

10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା ।