1 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି;
2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ।
3 ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍ଗ ଓ।
4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ।
5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ।
6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ।
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର।
8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ;
9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ।
10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ;
11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ।
12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି;