1 ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୁକ୍ତି କରିବି;
2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ବେଷଣ କଲି;
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି;
4 ତୁମ୍ଭେ ମୋ' ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ।
5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ।
6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି;
7 ପ୍ରଭୁ କ'ଣ ସଦାକାଳ ପରିତ୍ୟାଗ କରିବେ ?
8 ତାହାଙ୍କ ଦୟା କ'ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ।
9 ପରମେଶ୍ୱର କ'ଣ କୃପାମୟ ହେବାକୁ ପାସୋରି।
10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା;
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ।
12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର।
13 ହେ ପରମେଶ୍ୱର, ପବିତ୍ରତାରେ ତୁମ୍ଭର ପଥ ଥାଏ;
14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ୱର;
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ।
16 ହେ ପରମେଶ୍ୱର, ଜଳରାଶି ତୁମ୍ଭଙ୍କୁ ଦେଖିଲା,
17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା;
18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା;
19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର।
20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା।