1 ହେ ମୋହର ଲୋକମାନେ, ମୋହର।
2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି;
3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ।
4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-।
5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ।
6 ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ।
7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ।
8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ।
9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ।
10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ।
11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି।
12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର।
13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର।
14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ।
15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି।
16 ସେ ଶୈଳରୁ ସ୍ରୋତ ବାହାର କଲେ।
17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ।
18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ।
19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା।
20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ।
21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ।
22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ।
23 ତେବେ ହେଁ ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ।
24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା।
25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା;
26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ।
27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ।
28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ।
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ।
30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ।
31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ।
32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ।
33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ।
34 ସେ ସେମାନଙ୍କୁ ବଧ କଲା ବେଳେ ସେମାନେ।
35 ପରମେଶ୍ୱର ଯେ ସେମାନଙ୍କର ଶୈଳ।
36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ।
37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର।
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ।
39 ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ।
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର।
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ।
42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ।
43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ।
44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ।
45 ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ,
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ।
47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ।
48 ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ।
49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ।
50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ।
51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର।
52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ।
53 ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ,
54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ।
55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ।
56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ।
57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ।
58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା।
59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ।
60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ।
61 ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ।
62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍ଗରେ ସମର୍ପି।
63 ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା।
64 ସେମାନଙ୍କ ଯାଜକଗଣ ଖଡ଼୍ଗରେ ପତିତ ହେଲେ।
65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି,
66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି।
67 ଆହୁରି, ସେ ଯୋଷେଫର ତମ୍ବୁ ଅଗ୍ରାହ୍ୟ କଲେ ଓ।
68 ମାତ୍ର ଯିହୁଦା ଗୋଷ୍ଠୀକି, ଆପଣାର ପ୍ରିୟ ସିୟୋନ।
69 ଆଉ, ସେ ଉଚ୍ଚ (ଗଗନ) ତୁଲ୍ୟ ଓ ଅନନ୍ତକାଳ।
70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ।
71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର।
72 ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ *ପ୍ର. ରା. 9:4।