1 ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ।

2 ଇଫ୍ରୟିମ ଓ ବିନ୍ୟାମୀନ୍‍ ଓ ମନଃଶିର ସାକ୍ଷାତରେ।

3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା।

4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,

5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ।

6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ।

7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ।

8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ;

9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ,

10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ।

11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ।

12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ।

13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ।

14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ।

15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର।

16 ତାହା ଅଗ୍ନିରେ ଦଗ୍‍ଧ, ତାହା ଛେଦିତ ହୋଇଅଛି;

17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ,

18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ;

19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,