1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ।

2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ?

3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର।

4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର;

5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;

6 ମୁଁ କହିଲି, ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ।

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ।

8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;