1 ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ।
2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି।
3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ।
4 ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି।
5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ।
6 ଇଦୋମର ତମ୍ବୁ-ନିବାସୀମାନେ ଓ ଇଶ୍ମାଏଲୀୟମାନେ, ମୋୟାବ ଓ ହାଗରୀୟମାନେ,
7 ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋରନି।
8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି;
9 ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା।
10 ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ;
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର।
12 ସେମାନେ କହିଲେ, ଆସ, ଆମ୍ଭେମାନେ।
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ।
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା।
15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ।
16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ।
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ;
18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ,