1 ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି।
2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା।
3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ।
4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ।
5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ।
6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ।
7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର।
8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର।
9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର,
10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ।
11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ।
12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ।