1 ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ।
2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା।
3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ;
4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,
5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ?
6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ।
7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା।
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ।
9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ,
10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି;
11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି।
12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ।
13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ।