1 ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି;

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ।

4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ।

5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ।

6 ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ।

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;

8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ।

9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ।

10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ।

11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ।

12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ।

13 ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ୱାରରୁ ମୋହର ଉଠାଇବା।

14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି ।

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ।

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ।

17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ।

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା।

19 ହେ ସଦାପ୍ରଭୋ, ଉଠନ୍ତ ମନୁଷ୍ୟକୁ ପ୍ରବଳ ହେବାକୁ।

20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର;