1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ।
2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ।
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ।
4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ।
5 ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
6 ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ।
7 ତୁମ୍ଭ ପାଶ୍ୱର୍ରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ।
8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ।
9 କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ ।
10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ,
11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା।
12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ,
13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ;
14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ।
15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ।
16 ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା।