1 ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
2 ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର।
3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତି୍ର।
4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ।
5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ !
6 ପଶୁବତ୍ ଲୋକ ଜାଣେ ନାହିଁ;
7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ।
8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ବବାସୀ ।
9 କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ,
10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ।
11 ମୋ' ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ।
12 ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ;
13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି,
14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ;
15 ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ।